୫ଦିନ କଲବଲ କରିବ ଗୁଳୁଗୁଳି

୫ଦିନ କଲବଲ କରିବ ଖରା ସାଙ୍ଗକୁ ଗୁଳୁଗୁଳି। ଆଗାମୀ ୫ ଦିନ ଯାଏଁ ପାଗର ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ରାଜ୍ୟରେ ୩ ରୁ ୪ ଦିନ ଯାଏଁ ଗ୍ରୀଷ୍ମ ପ୍ରବାହ ସହ ଉପକୂଳରେ ଗୁଳୁଗୁଳି ଜାରି ରହିବ। କିଛି କିଛି ସ୍ଥାନରେ ତାପମାତ୍ରା ସ୍ଵାଭାଵିକଠାରୁ ୩ ରୁ ୫ ଡ଼ିଗ୍ରୀ ଯାଏଁ ଅଧିକ ରହିବାର ସମ୍ଭାବନା ରହିଛି।

Leave A Reply

Your email address will not be published.