ଆଜିଠୁ ବଢ଼ିବ ବର୍ଷା, କମିବ ତାତି

କାଳବୈଶାଖୀ ବର୍ଷା କାରଣରୁ ପାରଦ ତଳମୁହାଁ ହୋଇଛି ଏବଂ ଗରମରୁ ମୁକ୍ତି ମିଳିଛି । ୯ ତାରିଖ ଯାଏ ବର୍ଷା ସମ୍ଭାବନା ଥିବାରୁ ତାପମାତ୍ରା ଆହୁରି କମ ହେବାର ସମ୍ଭାବନା ରହିଛି । ତେବେ ବର୍ଷା ସାଙ୍ଗକୁ ବଜ୍ରପାତ ଓ ଝଡ଼ତୋଫାନର ଆଶଙ୍କା ମଧ୍ୟ ରହିଛି । ଏନେଇ ଆଜି ୬ ଜିଲ୍ଲାକୁ ଅରେଞ୍ଜ ଓ ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ରହିବା ଆଶଙ୍କା କରାଯାଉଛି ।

Leave A Reply

Your email address will not be published.