ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ।

୧୭ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ଢେଙ୍କାନାଳରେ ବିଜେପିର ମହା ଜନସମ୍ପର୍କ ଯାତ୍ରାରେ ଯୋଗ ଦେବେ। ଢେଙ୍କାନାଳରେ ହେବାକୁ ଥିବା ସମାବେଶରେ ୫୦ ହଜାର ଲୋକଙ୍କୁଶାହ ମ୍ବୋଧନ କରିବେ। ୯ବର୍ଷ ଶାସନ କାଳ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଭିନ୍ନ ଯୋଜନା ବିଷୟରେ ଲୋକମାନଙ୍କୁ ଅବଗତ କରାଇବେ ଓ  ରାଜ୍ୟ ସରକାରଙ୍କର ବିଫଳତା ବିଷୟରେ ଲୋକଙ୍କୁ କହିବେ। ଏଥର ଶାହ କେଉଁ ପ୍ରସଙ୍ଗକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିବେ, ସେ ନେଇ ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ହେଉଛି।

Leave A Reply

Your email address will not be published.