ଦିଗପହଣ୍ଡି ବସ୍ ଦୁର୍ଘଟଣା l
▪️ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ l
▪️ମୃତକଙ୍କ ସଂପର୍କୀୟଙ୍କୁ ୨ ଲକ୍ଷ ଲେଖାଏଁ ସହାୟତା କଲେ ଘୋଷଣା l
▪️ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ୍ ପାଣ୍ଠି ପକ୍ଷରୁ ହେଲା ଏହି ସହାୟତା ଘୋଷଣା l
▪️ପ୍ରତି ଆହତଙ୍କୁ ୫୦ ହଜାର ଟଙ୍କା ସହାୟତା ରାଶି ନିର୍ଦ୍ଦେଶ l
▪️ଦୁର୍ଘଟଣାରେ ମୃତକଙ୍କ ପାଇଁ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦୀ l
▪️ଆହତଙ୍କର ଆଶୁ ଆରୋଗ୍ୟ କାମନା କଲେ ପ୍ରଧାନମନ୍ତ୍ରୀ ମୋଦି l