Browsing Category
ରାଜନୀତି
କଂଗ୍ରେସ ବିଧାୟକ ଦଳର ନେତା କିଏ ? ରେସରେ ତାରା ବାହିନୀପତି
ଆସନ୍ତା କାଲିଠୁ ବିଧାନସଭା ଅଧିବେସନ . କଂଗ୍ରେସ ବିଧାୟକ ଦଳର ନେତା କିଏ ହେବେ ତାହା ସ୍ଥିର ହୋଇପାରିନାହିଁ। ଏହି ରେସରେ ତାରା!-->…
ବଦଳିବନି ‘ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର’ର ନାଁ :ମୁଖ୍ୟମନ୍ତ୍ରୀ
କ୍ରୀଡ଼ା ପୁରସ୍କାରର ନାଁ ପରିବର୍ତ୍ତନ ହେବନି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ବିଜୁ ବାବୁଙ୍କ!-->…
ଟାଙ୍ଗୀରେ ଅରିନ୍ଦମ ରାୟ ଙ୍କ ନିର୍ବାଚନୀ ସମୀକ୍ଷା ବୈଠକ
ଟାଙ୍ଗୀ ଚୌଦ୍ବାର ବ୍ଲକ୍ ମୁଖ୍ୟାଳୟ ତଥା ସାଲେପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଟାଙ୍ଗୀ କୋଟସାହି ପଞ୍ଚାୟତରେ ଆଜି ନିର୍ବାଚନୀ!-->!-->!-->…
କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ
କାମଚଳା ବାଚସ୍ପତି ଭାବେ ଶପଥ ନେଲେ କଟକ ସାଂସଦ ଭର୍ତ୍ତୃହରି ମହତାବ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭର୍ତ୍ତୃହରି ମହତାବଙ୍କୁ ଶପଥ ପାଠ!-->…
ଶରତ ପଟ୍ଟନାୟକଙ୍କ ଉପରକୁ କାଳିମାଡ଼
ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଉପରକୁ କାଳିମାଡ଼ ହୋଇଛି। କଂଗ୍ରେସ ଭବନରେ ପଶି କିଛି ଅସନ୍ତୁଷ୍ଟ ଗୋଷ୍ଠୀ କାଳିମାଡ଼ କରିଥିବା!-->…
ଜଳ ନିଷ୍କାସନ ବ୍ୟବସ୍ଥା ଉପରେ ଅଧିକାରୀମାନଙ୍କୁ ନିର୍ଦ୍ଦେଶ
ଭୁବନେଶ୍ୱର : ବର୍ଷାଋତୁରେ ସହରାଞ୍ଚଳରେ ଜଳ ନିଷ୍କାସନ ବ୍ୟବସ୍ଥା ଉପରେ ଗୁରୁତ୍ୱ ଦେବାକୁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ.!-->…
ବରଗଡ଼ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଚାଷୀ ପାଇବେ ପିଏମ୍ କିଷାନ ଟଙ୍କା । ଆଉ ଓଡିଶାରେ ବରଗଡରେ ଏଥିପାଇଁ ଏକ ସଭା ହେଉଛି । ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେବେ ।!-->…
ରଣେନ୍ଦ୍ର ପ୍ରତାପ ସ୍ୱାଇଁ କାମଚଳା ବାଚସ୍ପତି
କାମଚଳା ବାଚସ୍ପତି ହେଲେ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ଆଠଗଡ ବିଧାୟକ ରାଜା ସ୍ୱାଇଁଙ୍କୁ କାମଚଳା ବାଚସ୍ପତି ଭାେବେ ଶପଥପାଠ କରାଇଛନ୍ତି!-->…
ମୋହନ ମାଝୀ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ
ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ହେବେ ବରିଷ୍ଠ ବିଜେପି ନେତା ତଥା କେନ୍ଦୁଝରର ବିଧାୟକ ମୋହନ ମାଝୀ ସେ ଆସନ୍ତାକାଲି ଅପରାହ୍ନ!-->…
ମୋଦୀଙ୍କ ଶପଥ ଉତ୍ସବ ପାଇଁ ପ୍ରସ୍ତୁତ ରାଷ୍ଟ୍ରପତି ଭବନ
ଆଜି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦୀ । ସଂଧ୍ୟା ୭ଟା ୧୫ରେ ରାଷ୍ଟ୍ରପତି ଭବନରେ ଶପଥ ଗ୍ରହଣ ଉତ୍ସବ!-->…