ପୁରୀ- ସଚେତନତା ଓ ସତର୍କତା ଦ୍ଵାରା ପ୍ରାକୃତିକ ବିପର୍ଯ୍ୟୟ ରୁ ରକ୍ଷା ସହ ଧନ ଜୀବନ ହାନି କୁ ରୋକାଯାଇ ପାରିବ ବୋଲି ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶ୍ରୀ ପ୍ରଦୀପ କୁମାର ସାହୁ ମତପ୍ରକାଶ କରିଛନ୍ତି। ଶୁକ୍ରବାର ପୂର୍ବାହ୍ନରେ ପୁରୀ ଟାଉନ ହଲ ଠାରେ ଜିଲ୍ଲା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷଙ୍କ ପକ୍ଷରୁ ବିପର୍ଯ୍ୟୟ ର ମୁକାବିଲା ପାଇଁ ମକଡ୍ରିଲ ଆୟୋଜନ ସମ୍ପର୍କରେ ଏକ ପ୍ରସ୍ତୁତି